Online Bible

- Reklamy -




ଗୀତସଂହିତା 50:16 - ପବିତ୍ର ବାଇବଲ

16 ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ କହନ୍ତି, “ତୁମ୍ଭେ ମୋର ନିୟମ ଓ ବ୍ୟବସ୍ଥା ବିଷୟରେ ଆଲୋଚନା କରିବା ଠିକ୍ ନୁହେଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ଦୁଷ୍ଟକୁ ପରମେଶ୍ଵର କହନ୍ତି, ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?

Viz kapitola kopírovat

ଓଡିଆ ବାଇବେଲ

16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?

Viz kapitola kopírovat




ଗୀତସଂହିତା 50:16

Následuj nás:

Reklamy


Reklamy