Online Bible

- Reklamy -




ଗୀତସଂହିତା 50:23 - ପବିତ୍ର ବାଇବଲ

23 ଯେକେହି ମୋତେ ଧନ୍ୟବାଦାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ, ମୋତେ ସମ୍ମାନ ପ୍ରଦର୍ଶନ କରେ ଏବଂ ଯେକେହି ସ‌‌‌ତ୍‌‌‌ମାର୍ଗରେ ଗ୍ଭଲିବାକୁ ନିଷ୍ପତ୍ତି ନିଏ, ସେ ମୋର ରକ୍ଷା କରିବାର ଶକ୍ତି ଦେଖି ପାରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ଵରଙ୍କ ପରିତ୍ରାଣ ଦେଖାଇବା।

Viz kapitola kopírovat

ଓଡିଆ ବାଇବେଲ

23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”

Viz kapitola kopírovat




ଗୀତସଂହିତା 50:23

Následuj nás:

Reklamy


Reklamy