Online Bible

- Reklamy -




ଗୀତସଂହିତା 50:8 - ପବିତ୍ର ବାଇବଲ

8 ମୁଁ ତୁମ୍ଭର ବଳିଦାନ ବିଷୟରେ ଅଭିଯୋଗ କରୁ ନାହିଁ, ତୁମ୍ଭେ ଇସ୍ରାଏଲର ଅଧିବାସୀଗଣ ପ୍ରତିଦିନ ମୋ’ ପାଇଁ ହୋମବଳି ଆଣୁଅଛ, ତୁମ୍ଭେ ତାହାକୁ ମୋତେ ପ୍ରତିଦିନ ଅର୍ପଣ କରୁଅଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।

Viz kapitola kopírovat

ଓଡିଆ ବାଇବେଲ

8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।

Viz kapitola kopírovat




ଗୀତସଂହିତା 50:8

Následuj nás:

Reklamy


Reklamy