ଗୀତସଂହିତା 51:12 - ପବିତ୍ର ବାଇବଲ12 ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା! ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର। ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ଵଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ। Viz kapitolaଓଡିଆ ବାଇବେଲ12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ। Viz kapitola |