Online Bible

- Reklamy -




ଗୀତସଂହିତା 51:14 - ପବିତ୍ର ବାଇବଲ

14 ହେ ପରମେଶ୍ୱର, ମୃତ୍ୟୁ ଦଣ୍ଡରୁ ମୋତେ ରକ୍ଷା କର। ହେ ମୋର ପରମେଶ୍ୱର, ଆପଣ ହେଉଛନ୍ତି ଏକମାତ୍ର ଯେକି ମୋତେ ରକ୍ଷା କରି ପାରିବେ! ତୁମ୍ଭେ ମୋ’ ପାଇଁ କରିଥିବା ଧର୍ମ ବିଷୟର କାର୍ଯ୍ୟସବୁ ମୁଁ ଗାନ କରିବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ହେ ପରମେଶ୍ଵର, ମୋʼ ତ୍ରାଣର ପରମେଶ୍ଵର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ଵା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ଵରରେ ଗାନ କରିବ।

Viz kapitola kopírovat

ଓଡିଆ ବାଇବେଲ

14 ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ହେ ପରମେଶ୍ୱର, ମୋʼ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।

Viz kapitola kopírovat




ଗୀତସଂହିତା 51:14

Následuj nás:

Reklamy


Reklamy