ଗୀତସଂହିତା 51:15 - ପବିତ୍ର ବାଇବଲ15 ମୋର ପ୍ରଭୁ, ମୋତେ ପାଳନ କରିବାର କାରଣ ଦିଅ, ମୋର ଓଠ ଖୋଲ ତହିଁରେ ମୋର ମୁଖ ତୁମ୍ଭର ପ୍ରଶଂସା ଗାନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ। Viz kapitolaଓଡିଆ ବାଇବେଲ15 ହେ ପ୍ରଭୁ, ମୋ’ ଓଷ୍ଠାଧର ଫିଟାଅ, ତହିଁରେ ମୋ’ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ। Viz kapitola |