Online Bible

- Reklamy -




ଗୀତସଂହିତା 51:17 - ପବିତ୍ର ବାଇବଲ

17 ନମ୍ର ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟବଳି। ହେ ପରମେଶ୍ୱର, ତୁମ୍ଭେ ନମ୍ର ହୃଦୟକୁ ଓ ପାପ ପାଇଁ ଅନୁତପ୍ତ ହୃଦୟକୁ ପ୍ରତ୍ୟାଖ୍ୟାନ କରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଭଗ୍ନ-ଆତ୍ମା ପରମେଶ୍ଵରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ଵର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

17 ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।

Viz kapitola kopírovat




ଗୀତସଂହିତା 51:17

Následuj nás:

Reklamy


Reklamy