ଗୀତସଂହିତା 51:9 - ପବିତ୍ର ବାଇବଲ9 ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ। ମୋର ପାପ ସବୁ ପୋଛିଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜ୍ଜନା କର। Viz kapitolaଓଡିଆ ବାଇବେଲ9 ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜନା କର। Viz kapitola |