ଗୀତସଂହିତା 52:5 - ପବିତ୍ର ବାଇବଲ5 ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ। ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ। ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ। ସେଲା Viz kapitolaପବିତ୍ର ବାଇବଲ (Re-edited) - (BSI)5 ପରମେଶ୍ଵର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ଵୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା Viz kapitolaଓଡିଆ ବାଇବେଲ5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା] Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା] Viz kapitola |