ଗୀତସଂହିତା 52:7 - ପବିତ୍ର ବାଇବଲ7 “ଦେଖ, ତାଙ୍କୁ କ’ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ। ସେ ଭାବିଲା, ତା'ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଦେଖ, ଏହି ଲୋକ ପରମେଶ୍ଵରଙ୍କୁ ଆପଣାର ବଳ ସ୍ଵରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା। Viz kapitolaଓଡିଆ ବାଇବେଲ7 ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।” Viz kapitola |