Online Bible

- Reklamy -




ଗୀତସଂହିତା 53:6 - ପବିତ୍ର ବାଇବଲ

6 ମୁଁ ଇଚ୍ଛାକରେ, ସେହି ବିଜୟ ସିୟୋନ ପର୍ବତରୁ ଇସ୍ରାଏଲକୁ ଆସନ୍ତା କି! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ପୁଣି ଥରେ ବନ୍ଦୀତ୍ୱରୁ ଆଣିବେ, ସେତେବେଳେ ଯାକୁବ ଆନନ୍ଦିତ ହେବେ ଏବଂ ଇସ୍ରାଏଲ ଉଲ୍ଲସିତ ହେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆଃ, ଯେବେ ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତାଣ!

Viz kapitola kopírovat

ଓଡିଆ ବାଇବେଲ

6 ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା ! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।

Viz kapitola kopírovat




ଗୀତସଂହିତା 53:6

Následuj nás:

Reklamy


Reklamy