ଗୀତସଂହିତା 54:1 - ପବିତ୍ର ବାଇବଲ1 ହେ ପରମେଶ୍ୱର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମୋତେ ରକ୍ଷା କର। ତୁମ୍ଭ ମହାପରାକ୍ରମ ଶକ୍ତି ବ୍ୟବହାର କରି ପ୍ରମାଣ କର ଯେ, ମୁଁ ନିରୀହ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ପରମେଶ୍ଵର, ତୁମ୍ଭ ନାମ ଦ୍ଵାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର। Viz kapitolaଓଡିଆ ବାଇବେଲ1 ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର। Viz kapitola |