ଗୀତସଂହିତା 54:5 - ପବିତ୍ର ବାଇବଲ5 ପରମେଶ୍ୱର, ମୋର ଶତ୍ରୁମାନଙ୍କୁ ସେମାନଙ୍କର କୁକର୍ମ ପାଇଁ ପ୍ରତିରୋଧ କର। ପରମେଶ୍ୱର, ଦେଖାଇ ଦିଅ ଯେ, ତୁମ୍ଭେ ମୋ’ ପାଇଁ ସତ୍ୟ ଅଟ ଏବଂ ସେମାନଙ୍କୁ ଧ୍ୱଂସ କର। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର। Viz kapitolaଓଡିଆ ବାଇବେଲ5 ସେ ମୋ’ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର। Viz kapitola |