Online Bible

- Reklamy -




ଗୀତସଂହିତା 55:21 - ପବିତ୍ର ବାଇବଲ

21 ମୋର ଶତ୍ରୁ ତା'ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା'ର ପ୍ରତିଜ୍ଞା ଭଙ୍ଗ କରେ। ତା'ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚି‌କ୍‌କଣ। କିନ୍ତୁ ତା ହୃଦୟରେ ଘୃଣା ଅଛି। ତା'ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖ‌ଡ଼୍‌ଗ ତୁଲ୍ୟ କାଟନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ଼୍‍ଗ ତୁଲ୍ୟ।

Viz kapitola kopírovat

ଓଡିଆ ବାଇବେଲ

21 ତାହାର ମୁଖ ଲବଣୀ ତୁଲ୍ୟ ଚିକ୍‍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।

Viz kapitola kopírovat




ଗୀତସଂହିତା 55:21

Následuj nás:

Reklamy


Reklamy