ଗୀତସଂହିତା 56:9 - ପବିତ୍ର ବାଇବଲ9 ମୁଁ ଜାଣେ କେତେବେଳେ ମୁଁ ସାହାଯ୍ୟ ପାଇଁ ଡାକିବି, ମୋର ଶତ୍ରୁଗଣ ବୁଲିପଡ଼ିବେ ଏବଂ ଦୌଡ଼ିବେ। ମୁଁ ତାହା ଜାଣେ କାରଣ ତୁମ୍ଭେ ମୋର ପରମେଶ୍ୱର। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ଵର ମୋହର ସପକ୍ଷ। Viz kapitolaଓଡିଆ ବାଇବେଲ9 ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋ’ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ। Viz kapitola |