ଗୀତସଂହିତା 57:10 - ପବିତ୍ର ବାଇବଲ10 ତୁମ୍ଭର ପ୍ରେମ ଆକାଶ ପରି ଉଚ୍ଚ। ତୁମ୍ଭର ବିଶ୍ୱସନୀୟତା ମେଘମାଳାକୁ ସ୍ପର୍ଶ କରୁଛି। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ତୁମ୍ଭର ଦୟା ସ୍ଵର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ। Viz kapitolaଓଡିଆ ବାଇବେଲ10 କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ। Viz kapitola |