Online Bible

- Reklamy -




ଗୀତସଂହିତା 57:2 - ପବିତ୍ର ବାଇବଲ

2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି। ଏବଂ ପରମେଶ୍ୱର ମୋର ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ!

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ସର୍ବୋପରିସ୍ଥ ପରମେଶ୍ଵରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ଵରଙ୍କ ନିକଟରେ ଡାକ ପକାଇବି।

Viz kapitola kopírovat

ଓଡିଆ ବାଇବେଲ

2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋ’ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।

Viz kapitola kopírovat




ଗୀତସଂହିତା 57:2

Následuj nás:

Reklamy


Reklamy