ଗୀତସଂହିତା 6:7 - ପବିତ୍ର ବାଇବଲ7 ମୋର ଶତ୍ରୁମାନେ ମୋତେ ବହୁତ ଦୁଃଖ ଦେଇଛନ୍ତି, ଯାହାକି ମୋତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମୋର ଚକ୍ଷୁଦ୍ୱୟ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ। Viz kapitolaଓଡିଆ ବାଇବେଲ7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ। Viz kapitola |