ଗୀତସଂହିତା 6:8 - ପବିତ୍ର ବାଇବଲ8 ହେ ଅଧର୍ମୀ ଲୋକସବୁ, ମୋ’ ନିକଟରୁ ଦୂର ହୋଇଯାଅ। କାରଣ ସଦାପ୍ରଭୁ ମୋର କ୍ରନ୍ଦନ ଶୁଣିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି। Viz kapitolaଓଡିଆ ବାଇବେଲ8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋ’ ରୋଦନର ରବ ଶୁଣିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି। Viz kapitola |