ଗୀତସଂହିତା 7:15 - ପବିତ୍ର ବାଇବଲ15 ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେ କୂପ ଖୋଳି ଗଭୀର କରିଅଛି, ପୁଣି ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛ। Viz kapitolaଓଡିଆ ବାଇବେଲ15 ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି। Viz kapitola |