ଗୀତସଂହିତା 7:16 - ପବିତ୍ର ବାଇବଲ16 ସେମାନେ ନିଶ୍ଚୟ ଦଣ୍ଡ ପାଇବେ। ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି। କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ତରେ ପଡ଼ିବ। Viz kapitolaଓଡିଆ ବାଇବେଲ16 ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ। Viz kapitola |