ଗୀତସଂହିତା 7:3 - ପବିତ୍ର ବାଇବଲ3 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ କିଛି ଭୁଲ୍ କରି ନାହିଁ। ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ହେ ସଦାପ୍ରଭୋ ମୋହର ପରମେଶ୍ଵର, ଯେବେ ମୁଁ ଏହା କରିଥାଏ, ଯେବେ ମୋʼ ହସ୍ତରେ ଅଧର୍ମ ଥାଏ; Viz kapitolaଓଡିଆ ବାଇବେଲ3 ହେ ସଦାପ୍ରଭୁ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋ’ ହସ୍ତରେ ଅଧର୍ମ ଥାଏ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋʼ ହସ୍ତରେ ଅଧର୍ମ ଥାଏ; Viz kapitola |