ଗୀତସଂହିତା 7:8 - ପବିତ୍ର ବାଇବଲ8 ହେ ସଦାପ୍ରଭୁ, ଲୋକମାନଙ୍କର ବିଗ୍ଭର କର। ମୋର ମଧ୍ୟ ବିଗ୍ଭର କର। ପ୍ରମାଣ କର ମୁଁ ଯାହା କହୁଛି ତାହା ଠିକ୍। ପ୍ରମାଣ କର ଯେ ମୁଁ ନିରପରାଧ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର। Viz kapitolaଓଡିଆ ବାଇବେଲ8 ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୁ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର। Viz kapitola |