ଗୀତସଂହିତା 9:10 - ପବିତ୍ର ବାଇବଲ10 ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି ସେମାନେ ତୁମ୍ଭକୁ ବିଶ୍ୱାସ କରିବେ। ହେ ସଦାପ୍ରଭୁ, ଯଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି ତୁମ୍ଭେ ସେମାନଙ୍କୁ ସାହାଯ୍ୟ ନ କରି ଛାଡ଼ିଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ଵାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ଵେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ। Viz kapitolaଓଡିଆ ବାଇବେଲ10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ। Viz kapitola |