Online Bible

- Reklamy -




ଗୀତସଂହିତା 9:11 - ପବିତ୍ର ବାଇବଲ

11 ହେ ସିୟୋନ ନିବାସୀ, ତୁମ୍ଭେ ସର୍ବଦା ପରମେଶ୍ୱରଙ୍କର ପ୍ରଶଂସା ଗାନ କର। ସେ କରିଥିବା ସମସ୍ତ ମହାନ କାର୍ଯ୍ୟ ରାଜ୍ୟମାନଙ୍କ ଆଗରେ ପ୍ରକାଶ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।

Viz kapitola kopírovat

ଓଡିଆ ବାଇବେଲ

11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସିୟୋନ ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।

Viz kapitola kopírovat




ଗୀତସଂହିତା 9:11

Následuj nás:

Reklamy


Reklamy