ଗୀତସଂହିତା 9:14 - ପବିତ୍ର ବାଇବଲ14 ତା'ପରେ ଯିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି। ମୁଁ ଆଜି ଅତ୍ୟନ୍ତ ଆନନ୍ଦିତ କାରଣ ତୁମ୍ଭେ ମୋତେ ରକ୍ଷା କରିଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ଵାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି। Viz kapitolaଓଡିଆ ବାଇବେଲ14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି। Viz kapitola |