ଗୀତସଂହିତା 9:19 - ପବିତ୍ର ବାଇବଲ19 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ। ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର। ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। Viz kapitolaଓଡିଆ ବାଇବେଲ19 ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। Viz kapitola |