ଗୀତସଂହିତା 9:2 - ପବିତ୍ର ବାଇବଲ2 ତୁମ୍ଭେ ମୋତେ ଅତି ଆନନ୍ଦ ଦେଇଛ। ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। Viz kapitolaଓଡିଆ ବାଇବେଲ2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। Viz kapitola |