ଗୀତସଂହିତା 9:6 - ପବିତ୍ର ବାଇବଲ6 ଶତ୍ରୁମାନେ ନିଶ୍ଚିହ୍ନ ହୋଇଛନ୍ତି। ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ନଗରକୁ ଧ୍ୱଂସ କରିଛ। ବର୍ତ୍ତମାନ କେବଳ ଭଙ୍ଗା ଅଟ୍ଟାଳିକାର ଧ୍ୱଂସାବଶେଷ ବିଦ୍ୟମାନ। ଆଜି ସେମାନଙ୍କୁ ମନେ ପକାଇବା ପାଇଁ କିଛି ଅବଶେଷ ବାକିରହି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଶତ୍ରୁମାନେ ଶେଷ ପାଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି। Viz kapitolaଓଡିଆ ବାଇବେଲ6 ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି। Viz kapitola |