ପ୍ରକାଶିତ 1:16 - ପବିତ୍ର ବାଇବଲ16 ସେ ତାହାଙ୍କ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀକ୍ଷ୍ଣ ଦୁଇଧାର ଯୁକ୍ତ ଖଡ଼୍ଗ ବାହାରି ଆସିଲା। ସେ ମଧ୍ୟାହ୍ନ ସୂର୍ଯ୍ୟଭଳି ତେଜୋମୟ ଦେଖାଯାଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ମ ଦ୍ଵିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା। Viz kapitolaଓଡିଆ ବାଇବେଲ16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)16 ସେ ତାଙ୍କ ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧରିଥିଲେ ଏବଂ ଗୋଟିଏ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ତାଙ୍କ ମୁଖରୁ ନିଷ୍କାସିତ ହେଲା। ତାଙ୍କର ମୁଖ ମଧ୍ୟାହ୍ନର ସୂର୍ଯ୍ୟ ପରି ତେଜୋମୟ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା। Viz kapitola |