ପ୍ରକାଶିତ 1:18 - ପବିତ୍ର ବାଇବଲ18 ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର ଗ୍ଭବି ରହିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି ସ୍ଵୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର କଞ୍ଚି, ଅଛି। Viz kapitolaଓଡିଆ ବାଇବେଲ18 ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)18 ମୁଁ ସ୍ୱୟଂଜୀବୀ; ମୃତ୍ୟୁ ବରଣ କରିଥିଲି, କିନ୍ତୁ ମୁଁ ଏବେ ଜୀବିତ - ଅନନ୍ତ କାଳ ଜୀବିତ ରହିବି। ମୃତ୍ୟୁ ଓ ପରଲୋକର ଚାବି ମୋ’ ହାତରେ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 “ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି। Viz kapitola |