Online Bible

- Reklamy -




ପ୍ରକାଶିତ 10:8 - ପବିତ୍ର ବାଇବଲ

8 ତା'ପରେ ମୁଁ ସେହି ସ୍ୱର ସ୍ୱର୍ଗରୁ ପୁଣି ଥରେ ଶୁଣିଲି। ସେ ସ୍ୱର ମୋତେ କହିଲା, “ଯାଅ ଓ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହୋଇଥିବା ଦୂତଙ୍କ ହାତରୁ ଖୋଲା ଚର୍ମପତ୍ରଟି ନିଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋʼ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲା, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ତାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର।

Viz kapitola kopírovat

ଓଡିଆ ବାଇବେଲ

8 ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ତାହାପରେ ସ୍ୱର୍ଗର ସେହି କଣ୍ଠସ୍ୱର ମୋତେ ପୁଣି କହିଲେ, “ଯାଅ, ସମୁଦ୍ର ଓ ଭୂମି ଉପରେ ଠିଆ ହୋଇଥିବା ଦୂତଙ୍କ ହାତରୁ ଖୋଲା ପାଣ୍ଡୁଲିପିଟି ନିଅ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର।

Viz kapitola kopírovat




ପ୍ରକାଶିତ 10:8

Následuj nás:

Reklamy


Reklamy