ପ୍ରକାଶିତ 11:15 - ପବିତ୍ର ବାଇବଲ15 ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ, “ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା। ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ସପ୍ତମ ଦୂତ ତୂରୀଧ୍ଵନୀ କରନ୍ତେ ସ୍ଵର୍ଗରେ ମହାଶଦ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ଵ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ଵ କରିବେଙ୍କ। Viz kapitolaଓଡିଆ ବାଇବେଲ15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ । Viz kapitolaପବିତ୍ର ବାଇବଲ (CL) NT (BSI)15 ତାହାପରେ ସପ୍ତମ ଦୂତ ତାଙ୍କର ତୂରୀ ବଜାଇଲେ ଏବଂ ସ୍ୱର୍ଗରେ ଉଚ୍ଚ ଧ୍ୱନି ସହ ଏହି ବାଣୀ ଶୁଣାଗଲା! “ଆମ ପ୍ରଭୁ ଓ ତାଙ୍କ ମସୀହ ପୃଥିବୀ ଉପରେ ରାଜତ୍ୱ କରିବା ଅଧିକାର ବର୍ତ୍ତମାନ ନିଜ ହାତକୁ ନେଇଛନ୍ତି। ସେ ଏଣିକି ଚିରକାଳ ରାଜତ୍ୱ କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।” Viz kapitola |