ପ୍ରକାଶିତ 12:2 - ପବିତ୍ର ବାଇବଲ2 ସେହି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବେଦନାରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହୋଇଯାଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ଗର୍ଭବତୀ ହୋଇ ପ୍ରସବବେଦନାରେ ଆର୍ତ୍ତସ୍ଵର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ। Viz kapitolaଓଡିଆ ବାଇବେଲ2 ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 ସେ ଆସନ୍ନପ୍ରସବା ଥିଲେ ଓ ପ୍ରସବ ଯନ୍ତ୍ରଣାରେ ଆର୍ତ୍ତନାଦ କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ। Viz kapitola |