ପ୍ରକାଶିତ 13:18 - ପବିତ୍ର ବାଇବଲ18 ଯେଉଁ ଲୋକର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟାର ଅର୍ଥକୁ ଠିକ୍ ରୂପ ଦେଇ ପାରିବ। ଏଥିପାଇଁ ବୁଦ୍ଧି ଆବଶ୍ୟକ କାରଣ ଏହି ସଂଖ୍ୟା ଗୋଟିଏ ମନୁଷ୍ୟର ସଂଖ୍ୟା। ତାହାର ସଂଖ୍ୟା ହେଉଛି 666। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଠାରେ ଜ୍ଞାନ ଆବଶ୍ୟକ। ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା, ହେଉଛି ଛଅ ଶହ ଛଷଠି। Viz kapitolaଓଡିଆ ବାଇବେଲ18 ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ୬୬୬ (ଛ ଶହ ଛଷଠି) । Viz kapitolaପବିତ୍ର ବାଇବଲ (CL) NT (BSI)18 ଏହି ସଂଖ୍ୟାର ତାତ୍ପର୍ଯ୍ୟ ବୁଝିବା ପାଇଁ ପ୍ରଜ୍ଞାର ପ୍ରୟୋଜନ। ବୁଦ୍ଧିମାନ ଲୋକମାନେ ତାହା ବୁଝି ପାରିବେ। ତାହା ଏକ ବ୍ୟକ୍ତିର ନାମସୂଚକ। ସେହି ସଂଖ୍ୟା ହେଉଛି, ଛଅ ଶହ ଛଷଠି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଠାରେ ଜ୍ଞାନ ଆବଶ୍ୟକ। ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ଛଅ ଶହ ଛଷଠି। Viz kapitola |