Online Bible

- Reklamy -




ପ୍ରକାଶିତ 14:10 - ପବିତ୍ର ବାଇବଲ

10 ସେହି ଲୋକ ପରମେଶ୍ୱରଙ୍କ କ୍ରୋଧର ସୁରା ପାନ କରିବ। ଏହି ସୁରା ପରମେଶ୍ୱରଙ୍କ କ୍ରୋଧର ପାତ୍ରରେ ଅମିଶ୍ରିତ ଭାବେ ଢଳା ହୋଇଛି। ସେ ପବିତ୍ର ଦୂତଗଣ ଓ ମେଷଶାବକଙ୍କ ସମ୍ମୁଖରେ ଜ୍ୱଳନ୍ତ ଗନ୍ଧକରେ ଯନ୍ତ୍ରଣା ପାଇବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ତେବେ ସେ ମଧ୍ୟ ଈଶ୍ଵରଙ୍କ କୋପରୂପ ଯେଉଁ ମଦିରା ଅମିଶ୍ରିତ ଭାବେ ତାହାଙ୍କ କ୍ରୋଧର ପାତ୍ରରେ ପ୍ରସ୍ତୁତ କରାଯାଇଅଛି, ତାହା ପାନ କରିବ ପୁଣି ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ଵାରା ଯନ୍ତ୍ରଣା ପ୍ରାପ୍ତ ହେବ।

Viz kapitola kopírovat

ଓଡିଆ ବାଇବେଲ

10 ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ସେ ଈଶ୍ୱରଙ୍କ କ୍ରୋଧରୂପ ପାତ୍ରରେ ଢ଼ଳା ହୋଇଥିବା ତାହାଙ୍କ ପ୍ରଚଣ୍ଡ କୋପର ସୁରା ପାନ କରିବ। ଯେଉଁମାନେ ଏହି କାର୍ଯ୍ୟ କରିବେ, ସେମାନେ ସମସ୍ତେ ମେଷଶାବକ ଓ ପବିତ୍ର ସ୍ୱର୍ଗଦୂତମାନଙ୍କ ସମ୍ମୁଖରେ ଅଗ୍ନି ଓ ଗନ୍ଧକରେ ଉତ୍ପୀଡ଼ିତ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।

Viz kapitola kopírovat




ପ୍ରକାଶିତ 14:10

Následuj nás:

Reklamy


Reklamy