ପ୍ରକାଶିତ 14:17 - ପବିତ୍ର ବାଇବଲ17 ତା'ପରେ ଆଉ ଜଣେ ସ୍ୱର୍ଗ ଦୂତ ସ୍ୱର୍ଗର ମନ୍ଦିର ଭିତରୁ ଆସିଲେ। ତାହାଙ୍କର ମଧ୍ୟ ଗୋଟିଏ ଧାରୁଆ ଦାଆ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତତ୍ପରେ ସ୍ଵର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାର ହେଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ସୁତୀକ୍ଷ୍ମ ଦାଆ ଥିଲା। Viz kapitolaଓଡିଆ ବାଇବେଲ17 ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)17 ତାହାପରେ ମୁଁ ଦେଖିଲି, ଆଉ ଜଣେ ଦୂତ ସ୍ୱର୍ଗସ୍ଥ ମନ୍ଦିରରୁ ଆସୁଛନ୍ତି; ତାଙ୍କ ହାତରେ ମଧ୍ୟ ଖଣ୍ଡିଏ ତୀକ୍ଷ୍ଣ ଦାଆ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା। Viz kapitola |