ପ୍ରକାଶିତ 15:1 - ପବିତ୍ର ବାଇବଲ1 ଏହା ପରେ ମୁଁ ସ୍ୱର୍ଗରେ ଗୋଟିଏ ବଡ଼ ଓ ଆଶ୍ଚର୍ଯ୍ୟ ଜନକ ଲକ୍ଷଣ ଦେଖିଲି। ସେଠାରେ ସାତ ଜଣ ଦୂତ ସେମାନଙ୍କ ହାତରେ ସାତୋଟି ଶେଷ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ୱରଙ୍କ କ୍ରୋଧର ସମାପ୍ତି ଘଟିବ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତତ୍ପରେ ମୁଁ ସ୍ଵର୍ଗରେ ଆଉ ଏକ ମହା ଅଦ୍ଭୁତ ଲକ୍ଷଣ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଳେଶ, ଏହା ହିଁ ଶେଷ, କାରଣ ଏହି କ୍ଳେଶମାନଙ୍କରେ ଈଶ୍ଵରଙ୍କ କ୍ରୋଧ ସମାପ୍ତ। Viz kapitolaଓଡିଆ ବାଇବେଲ1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ । Viz kapitolaପବିତ୍ର ବାଇବଲ (CL) NT (BSI)1 ଅନନ୍ତର ମୁଁ ଆକାଶରେ ଆଉ ଏକ ବିଚିତ୍ର ରହସ୍ୟଜନକ ଦୃଶ୍ୟ ଦେଖିଲି। ସାତ ଜଣ ସ୍ୱର୍ଗଦୂତ ପ୍ରତ୍ୟେକେ ଗୋଟିଏ ଗୋଟିଏ ମହାମାରୀ ଧରି ଆବିର୍ଭୂତ ହେଲେ। ଏହି ମହାମାରୀଗୁଡ଼ିକ ଥିଲା, ଈଶ୍ୱରଙ୍କ କ୍ରୋଧର ଚରମ ଅଭିବ୍ୟକ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶମାନଙ୍କରେ ଈଶ୍ବରଙ୍କ କ୍ରୋଧ ସମାପ୍ତ। Viz kapitola |