ପ୍ରକାଶିତ 15:5 - ପବିତ୍ର ବାଇବଲ5 ଏହା ପରେ ମୁଁ ସ୍ୱର୍ଗରେ ପରମେଶ୍ୱରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖୋଲା ହେବାବାର ଦେଖିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଥିଉତ୍ତାରେ ମୁଁ ଦେଖିଲି, ସ୍ଵର୍ଗସ୍ଥ ସାକ୍ଷ୍ୟତମ୍ଵୁର ମନ୍ଦିରର ଦ୍ଵାର ଉନ୍ମୁକ୍ତ ହେଲା, Viz kapitolaଓଡିଆ ବାଇବେଲ5 ଏଥିଉତ୍ତାରେ ମୁଁ ଦେଖିଲି, ସ୍ୱର୍ଗସ୍ଥ ସାକ୍ଷ୍ୟ ତମ୍ବୁର ମନ୍ଦିରର ଦ୍ୱାର ଉନ୍ମୁକ୍ତ ହେଲା, Viz kapitolaପବିତ୍ର ବାଇବଲ (CL) NT (BSI)5 ଅନନ୍ତର ସ୍ୱର୍ଗଦ୍ୱାର ଉନ୍ମୁକ୍ତ ହେବାର ମୁଁ ଦେଖିଲି। ସେଥିରେ ଈଶ୍ୱରଙ୍କ ଉପସ୍ଥିତିସୂଚକ ତମ୍ବୁ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ମୁଁ ଦେଖିଲି, ମହାପବିତ୍ର ସ୍ଥାନ, ଯେଉଁଥିରେ ସାକ୍ଷ୍ୟର ତମ୍ବୁ ଥିଲା, ସ୍ୱର୍ଗରେ ଉନ୍ମୁକ୍ତ ହେଲା, Viz kapitola |