ପ୍ରକାଶିତ 16:14 - ପବିତ୍ର ବାଇବଲ14 ସେମାନେ ଭୂତର ଆତ୍ମା ଓ ସେମାନଙ୍କର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାର କ୍ଷମତା ଥିଲା। ସେମାନେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ମହାଦିନର ଯୁଦ୍ଧ ପାଇଁ ପୃଥିବୀର ସବୁ ରାଜାମାନଙ୍କୁ ଏକତ୍ର କରିବା ନିମନ୍ତେ ସେମାନଙ୍କ ପାଖକୁ ଯାଆନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ଵରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରି ଯାଆନ୍ତି। Viz kapitolaଓଡିଆ ବାଇବେଲ14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ୱରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)14 ସେହି ପାପାତ୍ମାମାନେ ଅଲୌକିକ କାର୍ଯ୍ୟ ସାଧନ କରିପାରନ୍ତି। ସେମାନେ ସର୍ବଶକ୍ତିମାନ ଈଶ୍ୱରଙ୍କ ଦିବସରେ ଯୁଦ୍ଧ କରିବା ପାଇଁ ପୃଥିବୀର ରାଜାମାନଙ୍କୁ ଏକତ୍ରିତ କରାଇବାକୁ ବାହାରି ପଡ଼ିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି। Viz kapitola |