ପ୍ରକାଶିତ 16:3 - ପବିତ୍ର ବାଇବଲ3 ଦ୍ୱିତୀୟ ଦୂତ ତାହାଙ୍କ ପାତ୍ରକୁ ସମୁଦ୍ର ଉପରେ ଢାଳି ଦେଲେ। ସେଥିରେ ସମୁଦ୍ର ଜଳ ମୃତ ଲୋକର ରକ୍ତ ପରି ଲାଲ ହୋଇଗଲା। ସମୁଦ୍ରରେ ଥିବା ସମସ୍ତ ଜୀବନ୍ତ ପ୍ରାଣୀ ମରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଦ୍ଵିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ। Viz kapitolaଓଡିଆ ବାଇବେଲ3 ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ । Viz kapitolaପବିତ୍ର ବାଇବଲ (CL) NT (BSI)3 ତାହାପରେ ଦ୍ୱିତୀୟ ଦୂତ ତାଙ୍କ ପାତ୍ରଟିକୁ ସମୁଦ୍ର ଉପରେ ଅଜାଡ଼ି ଦେଲେ। ସମୁଦ୍ର ଜଳ ମୃତ ବ୍ୟକ୍ତିର ରକ୍ତ ପରି ହୋଇଗଲା ଓ ସମୁଦ୍ରର ସମସ୍ତ ପ୍ରାଣୀ ମରିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ। Viz kapitola |