ପ୍ରକାଶିତ 16:6 - ପବିତ୍ର ବାଇବଲ6 ଲୋକମାନେ ଯେହେତୁ ତୁମ୍ଭର ପବିତ୍ର ଲୋକ ଓ ଭବିଷ୍ୟଦ୍ବକ୍ତାମାନଙ୍କର ରକ୍ତପାତ କରିଥିଲେ, ଏବେ ତୁମ୍ଭେ ସେମାନଙ୍କୁ ରକ୍ତପାତ କରିବାକୁ ଦେଇଛ। ସେମାନେ ଏହା ହିଁ ପାଇବାକୁ ଯୋଗ୍ୟ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀ-ମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ। Viz kapitolaଓଡିଆ ବାଇବେଲ6 ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିରେ ଯୋଗ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)6 ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ଯେଉଁ ରକ୍ତପାତ କରିଥିଲେ, ତାହା ତୁମେ ସେମାନଙ୍କୁ ପାନ କରାଇ ଅଛ। ସେମାନଙ୍କର ପ୍ରାପ୍ୟ ସେମାନେ ପାଇ ଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ।” Viz kapitola |