ପ୍ରକାଶିତ 16:7 - ପବିତ୍ର ବାଇବଲ7 ମୁଁ ବେଦୀକୁ ଏହା କହିବାର ଶୁଣିଲି, “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ହଁ, ତୁମ୍ଭର ବିଗ୍ଭରଗୁଡ଼ିକ ସତ୍ୟ ଓ ନ୍ୟାୟସଙ୍ଗତ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ମୁଁ ବେଦି ଏହା କହିବାର ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ। Viz kapitolaଓଡିଆ ବାଇବେଲ7 ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ । Viz kapitolaପବିତ୍ର ବାଇବଲ (CL) NT (BSI)7 ତା’ପରେ ମୁଁ ଦେବାରୁ ଗୋଟିଏ କଣ୍ଠସ୍ୱର ଶୁଣିଲି, “ପ୍ରଭୁ ସର୍ବଶକ୍ତିମାନ ଈଶ୍ୱର! ତୁମର ବିଚାର ଯଥାର୍ଥ ଓ ନ୍ୟାୟସଙ୍ଗତ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, “ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।” Viz kapitola |