Online Bible

- Reklamy -




ପ୍ରକାଶିତ 17:11 - ପବିତ୍ର ବାଇବଲ

11 ଯେଉଁ ପଶୁ କେବେ ଜୀବିତ ଥିଲା, ବର୍ତ୍ତମାନ ନାହିଁ, ସେ ଅଷ୍ଟମ ରାଜା। ସେ ପ୍ରଥମ ସାତ ଜଣ ରାଜାଙ୍କ ମଧ୍ୟରୁ ଜଣେ। ସେ ମଧ୍ୟ ଧ୍ୱଂସ ପାଇବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ।

Viz kapitola kopírovat

ଓଡିଆ ବାଇବେଲ

11 ପୁଣି, ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

11 ଏବଂ ଯେଉଁ ପଶୁଟି ଦିନେ ବଞ୍ôଚôଥିଲା, କିନ୍ତୁ ଏବେ ଆଉ ନାହିଁ, ସେ ହେଉଛି ଅଷ୍ଟମ ରାଜା; ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ ଓ ସେ ମଧ୍ୟ ଶୀଘ୍ର ବିନଷ୍ଟ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ।

Viz kapitola kopírovat




ପ୍ରକାଶିତ 17:11

Následuj nás:

Reklamy


Reklamy