ପ୍ରକାଶିତ 17:12 - ପବିତ୍ର ବାଇବଲ12 “ତୁମ୍ଭେ ଯେଉଁ ଦଶଶିଙ୍ଗ ଦେଖିଲ, ତାହା ଦଶ ଜଣ ରାଜା। ଏହି ଦଶ ଜଣ ରାଜା ଏ ପର୍ଯ୍ୟନ୍ତ ରାଜ ଭଳି ରାଜ୍ୟ ପାଇ ନାହାନ୍ତି। କିନ୍ତୁ ସେମାନେ ସେହି ପଶୁ ସହିତ ଗୋଟିଏ ଘଣ୍ଟା ପର୍ଯ୍ୟନ୍ତ ଶାସନ କରିବା ପାଇଁ କ୍ଷମତା ପାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ। Viz kapitolaଓଡିଆ ବାଇବେଲ12 ଆହୁରି ଯେଉଁ ଦଶ ଶିଙ୍ଗ ଦେଖିଲ, ଏହି ସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାଁନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)12 “ତୁମେ ଦେଖିଥିବା ଦଶଟି ଶୃଙ୍ଗ, ଦଶଟି ରାଜାଙ୍କର ପ୍ରତୀକ, ସେମାନେ ଏ ପର୍ଯ୍ୟନ୍ତ ରାଜତ୍ୱ କରି ନାହାଁନ୍ତି। କିନ୍ତୁ ପଶୁ ସଙ୍ଗରେ ରାଜତ୍ୱ କରିବା ନିମନ୍ତେ ଗୋଟିଏ ଘଣ୍ଟା ପାଇଁ ସେମାନଙ୍କୁ କ୍ଷମତା ଦିଆଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ଏହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ। Viz kapitola |