ପ୍ରକାଶିତ 17:18 - ପବିତ୍ର ବାଇବଲ18 ତୁମ୍ଭେ ଯେଉଁ ସ୍ତ୍ରୀକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା, ସେହି ମହାନଗରୀକୁ ବୁଝାଏ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ଵ କରୁଥିବା ମହାନଗରୀକୁ ବୁଝାଏ। Viz kapitolaଓଡିଆ ବାଇବେଲ18 ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ । Viz kapitolaପବିତ୍ର ବାଇବଲ (CL) NT (BSI)18 “ତୁମେ ଯେଉଁ ସ୍ତ୍ରୀ ଲୋକଟିକୁ ଦେଖିଲ, ସେ ହେଉଛି, ପୃଥିବୀର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କରୁଥିବା ସେହି ମହାନ ନଗରୀ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ। Viz kapitola |