ପ୍ରକାଶିତ 17:3 - ପବିତ୍ର ବାଇବଲ3 ତା'ପରେ ଦୂତ ମୋତେ ଆତ୍ମା ଦ୍ୱାରା ମରୁଭୂମିକୁ ବହି ନେଇଗଲେ। ସେଠାରେ ମୁଁ ଗୋଟିଏ ନାରୀକୁ ଲାଲ ରଙ୍ଗର ପଶୁ ଉପରେ ବସିଥିବାର ଦେଖିଲି। ସେ ପଶୁର ସର୍ବାଙ୍ଗ ଶରୀର ଉପରେ ଈଶ୍ୱରଙ୍କ ନିନ୍ଦା କରୁଥିବା ନାମସବୁ ଲେଖା ଯାଇଥିଲା। ସେହି ପଶୁର ସାତୋଟି ମସ୍ତକ ଓ ଦଶଟି ଶିଙ୍ଗ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି, ସେହି ପଶୁର ସର୍ବାଙ୍ଗ ଈଶ୍ଵରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ,। Viz kapitolaଓଡିଆ ବାଇବେଲ3 ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ୱରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ । Viz kapitolaପବିତ୍ର ବାଇବଲ (CL) NT (BSI)3 ସେତେବେଳେ ପବିତ୍ରାତ୍ମା ମୋ’ଠାରେ ଅଧିଷ୍ଠାନ କଲେ ଓ ସେହି ଦୂତ ମୋତେ ଗୋଟିଏ ମରୁଭୂମିକୁ ନେଇଗଲେ। ସେଠାରେ ମୁଁ ଦେଖିଲି, ଜଣେ ସ୍ତ୍ରୀ ଲୋକ ଗୋଟିଏ ଲାଲ ରଙ୍ଗର ପଶୁ ଉପରେ ବସିଛି। ପଶୁଟିର ସର୍ବାଙ୍ଗ ଶରୀରରେ ଈଶ୍ୱରନିନ୍ଦାସୂଚକ ନାମଟିଏ ଲେଖାଯାଇଛି ଓ ତା’ର ସାତଟି ମସ୍ତକ ଓ ଦଶଟି ଶୃଙ୍ଗ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିରେ ସେ ମୋତେ ପବିତ୍ର ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ବରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ। Viz kapitola |