ପ୍ରକାଶିତ 18:14 - ପବିତ୍ର ବାଇବଲ14 ‘ହେ ବାବିଲ! ତୁମ୍ଭେ ଯେଉଁ ଉତ୍ତମ ଜିନିଷ ଗ୍ଭହୁଁଥିଲ, ସେସବୁ ତୁମ୍ଭଠାରୁ ଗ୍ଭଲିଯାଇଛି। ତୁମ୍ଭର ସବୁ ସୌଖିନ ଓ ମନୋହରୀ ଦ୍ରବ୍ୟମାନ ତୁମ୍ଭଠାରୁ ଉଭେଇ ଯାଇଛି। ତୁମ୍ଭେ ସେସବୁ ଆଉ କେବେ ପାଇବ ନାହିଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୋହର ପ୍ରାଣର ଅଭିଳଷିତ ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି ସମସ୍ତ ସୁସ୍ଵାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ। Viz kapitolaଓଡିଆ ବାଇବେଲ14 ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହରବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)14 ବ୍ୟବସାୟୀମାନେ ତାକୁ କହିବେ: “ତୁମର ଅଭିଳଷିତ ସମସ୍ତ ଉତ୍ତମ ଦ୍ରବ୍ୟ ଉଭେଇ ଯାଇଛି ଏବଂ ତୁମର ଧନ ସମ୍ପତ୍ତିର ଚାକଚକ୍ୟ ଆଉ ନାହିଁ। ତୁମେ ସେଗୁଡ଼ିକୁ ଆଉ କେବେ ଫେରି ପାଇବ ନାହିଁ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ। Viz kapitola |