ପ୍ରକାଶିତ 19:17 - ପବିତ୍ର ବାଇବଲ17 ତା'ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଠିଆ ହେବାର ଦେଖିଲି। ସେ ଆକାଶରେ ଉଡ଼ୁଥିବା ସବୁ ପକ୍ଷୀମାନଙ୍କୁ ଉଚ୍ଚସ୍ୱରରେ କହିଲେ, “ଆସ, ପରମେଶ୍ୱରଙ୍କର ମହା ଭୋଜି ପାଇଁ ଏକାଠି ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ତାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କି ଉଚ୍ଚ ସ୍ଵରରେ ଡାକି କହିଲେ, ଆସ, ଈଶ୍ଵରଙ୍କ ମହାଭୋଜରେ ଏକତ୍ର ହୁଅ, Viz kapitolaଓଡିଆ ବାଇବେଲ17 ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ୱରଙ୍କ ମହାଭୋଜରେ ଏକତ୍ର ହୁଅ, Viz kapitolaପବିତ୍ର ବାଇବଲ (CL) NT (BSI)17 ଅନନ୍ତର ମୁଁ ଦେଖିଲି, ଆଉ ଜଣେ ସ୍ୱର୍ଗଦୂତ ସୂର୍ଯ୍ୟ ଉପରେ ଦଣ୍ଡାୟମାନ। ଆକାଶରେ ଉଡ଼ୁଥିବା ସମସ୍ତ ପକ୍ଷୀଙ୍କୁ ସେ ଚିକ୍ରାର କରି କହିଲେ, “ଆସ, ଈଶ୍ୱରଙ୍କ ମହାଭୋଜିରେ ଯୋଗ ଦେବା ପାଇଁ ଏକତ୍ରିତ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ବରଙ୍କ ମହାଭୋଜରେ ଏକତ୍ର ହୁଅ, Viz kapitola |