ପ୍ରକାଶିତ 19:3 - ପବିତ୍ର ବାଇବଲ3 ସେମାନେ ପୁଣି କହିଲେ: “ହାଲ୍ଲିଲୂୟା! ସେ ବେଶ୍ୟା ଜଳି ଯାଉଛି। ତାହାର ଧୂଆଁ ସର୍ବଦା ଉପରକୁ ଉଠୁଥିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ସେମାନେ ଦ୍ଵିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଦାହର ଧୂମ ଯୁଗେ ଯୁଗେ ଉଠୁଥିବ। Viz kapitolaଓଡିଆ ବାଇବେଲ3 ପୁଣି, ସେ ଦ୍ୱିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ । Viz kapitolaପବିତ୍ର ବାଇବଲ (CL) NT (BSI)3 ମୁଁ ଶୁଣିଲି, ସେମାନେ ଆହୁରି ଉଚ୍ଚ ସ୍ୱରରେ କହୁଛନ୍ତି, “ଈଶ୍ୱରଙ୍କ ସ୍ତୁତି ଗାନ କର। ସେହି ମହାନଗରୀକୁ ଧ୍ୱଂସ କରି ଦେଇଥିବା ଅଗ୍ନିର ଧୂମ ଚିରଦିନ ଉପରକୁ ଉଠୁଥିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେ ଦ୍ୱିତୀୟ ଥର କହିଲେ, “ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।” Viz kapitola |